ମାଥିଉ 15:9 - ପବିତ୍ର ବାଇବଲ9 ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ। ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି। Viz kapitolaଓଡିଆ ବାଇବେଲ9 ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)9 ମୋତେ ସେମାନେ ଆରାଧନା କରିବା ନିରର୍ଥକ, କାରଣ ସେମାନେ ମଣିଷ ରାଢ଼ା ନିୟମକୁ, ମୋର ଆଜ୍ଞା ବୋଲି କହୁଛନ୍ତି’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’” Viz kapitola |