ମାଥିଉ 16:10 - ପବିତ୍ର ବାଇବଲ10 ସାତୋଟି ରୋଟୀକୁ ଗ୍ଭରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନେକ ଟୋକେଇରେ ଭର୍ତ୍ତି କରିଥିବା ବିଷୟରେ କହୁ ନ ଥିଲି? Viz kapitolaପବିତ୍ର ବାଇବଲ (Re-edited) - (BSI)10 କିମ୍ଵା ସେହି ଚାରି ହଜାର ଲୋକଙ୍କ ସାତୋଟି ରୋଟୀ, ପୁଣି କେତେ ବେତା ଉଠାଇଲ, ସେହିସବୁ କି ତୁମ୍ଭମାନଙ୍କର ସ୍ମରଣ ନାହିଁ? Viz kapitolaଓଡିଆ ବାଇବେଲ10 କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହି ସବୁ କି ତୁମ୍ଭର ମନେ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)10 ଆଉ ଚାରି ହଜାର ଲୋକଙ୍କ ପାଇଁ ସାତୋଟି ରୋଟୀ କଥା ମନେ ନାହିଁ? ସେତେବେଳେ କେତୋଟି ଟୋକେଇ ଭର୍ତ୍ତି କରିଥିଲେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହିସବୁ କି ତୁମ୍ଭର ମନେ ନାହିଁ? Viz kapitola |