Online Bible

- Reklamy -




ମାଥିଉ 16:11 - ପବିତ୍ର ବାଇବଲ

11 ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ଯେ ତୁମ୍ଭମାନଙ୍କୁ ରୋଟୀ ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।

Viz kapitola kopírovat

ଓଡିଆ ବାଇବେଲ

11 ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 “ମୁଁ ରୋଟୀ ବିଷୟରେ କହୁ ନ ଥିଲେ, ତୁମେ କେମିତି ବୁଝିପାରୁ ନାହିଁ? ମୁଁ କହୁଛି, ଫାରୁଶୀ ଓ ସାଦ୍ଦୁୀମାନଙ୍କର ଖମୀର ପ୍ରତି ସର୍ତକ ରହୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”

Viz kapitola kopírovat




ମାଥିଉ 16:11

Následuj nás:

Reklamy


Reklamy