ମାଥିଉ 16:12 - ପବିତ୍ର ବାଇବଲ12 ତା'ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯୀଶୁ ଯେ ରୋଟୀର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ। Viz kapitolaଓଡିଆ ବାଇବେଲ12 ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ସେତେବେଳେ ଶିଷ୍ୟମାନେ ବୁଝି ପାରିଲେ ଯେ ଯୀଶୁ ରୋଟୀର ଖମୀର କଥା କହି ନ ଥଲେ, କିନ୍ତୁ ଫାରୁଶୀ ଓ ଦାଦ୍ଦୁକୀମାନଙ୍କର ଶିକ୍ଷା ପ୍ରତି ସର୍ତକ କରି ଦେଇଥଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ। Viz kapitola |