ମାଥିଉ 16:17 - ପବିତ୍ର ବାଇବଲ17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଯୀଶୁ ତାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ଵର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି। Viz kapitolaଓଡିଆ ବାଇବେଲ17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)17 ଯୀଶୁ କହିଲେ, “ଧନ୍ୟ ତୁମେ ଯୂନସଙ୍କ ପୁତ୍ର, ପିତର! ଏହି ସତ୍ୟ ତୁମେ କୌଣସି ମନୁଷ୍ୟଠାରୁ ପାଇ ନାହିଁ। ମୋର ସ୍ୱର୍ଗସ୍ଥ ପିତା ନିଜେ ଏହା ତୁମଠାରେ ପ୍ରକାଶ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି। Viz kapitola |