Online Bible

- Reklamy -




ମାଥିଉ 16:18 - ପବିତ୍ର ବାଇବଲ

18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ତଳୀ ତୋଳିବି, ଆଉ ନରକର ବଳ ତାହାକୁ ପରାଜୟ କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 “ସେଥିରେ ମୁଁ ତୁମକୁ କହୁଛି, ତୁମେ ପିତର ଅର୍ଥାତ୍ ପଥର। ଏହି ପଥର ମୂଳଦୁଆ ଉପରେ ମୁଁ ମୋର ଉପାସକ ମୁଣ୍ଡଳୀ ପ୍ରତିଷ୍ଠା କରିବି। ଏପରି କି ମୃତ୍ୟପରି କୌଣସି ଧ୍ୱଂସକାରୀ ଶକ୍ତି ତାକୁ ବିନଷ୍ଟ କରି ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।

Viz kapitola kopírovat




ମାଥିଉ 16:18

Následuj nás:

Reklamy


Reklamy