ମାଥିଉ 16:20 - ପବିତ୍ର ବାଇବଲ20 ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ20 ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ଯୀଶୁ ମସୀହ ବୋଲି କାହା ଆଗରେ ନ ଜଣାଇବାକୁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ। Viz kapitola |