Online Bible

- Reklamy -




ମାଥିଉ 16:22 - ପବିତ୍ର ବାଇବଲ

22 ତା'ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ଵର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।

Viz kapitola kopírovat

ଓଡିଆ ବାଇବେଲ

22 ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ନା ପ୍ରଭୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ପିତର ଯୀଶୁଙ୍କୁ ନିଭୃତକୁ ଡାକିନେଇ ଅନୁଯୋଗ କରି କହିଲେ, “ଈଶ୍ୱର ନ କରନ୍ତୁ, ପ୍ରଭୁ, ଆପଣଙ୍କ ପ୍ରତି ଏସବୁ କେବେ ନ ଘଟୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।

Viz kapitola kopírovat




ମାଥିଉ 16:22

Následuj nás:

Reklamy


Reklamy