ମାଥିଉ 16:23 - ପବିତ୍ର ବାଇବଲ23 ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ଵରୂପ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ। Viz kapitolaଓଡିଆ ବାଇବେଲ23 କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ବୁଲିପଡ଼ି କହିଲେ, “ମୋ’ ଆଗରୁ ଦୁରେଇ ଯାଅ ଶୟତାନ, ମୋ’ ନାଇଁ ପ୍ରତିବନ୍ଧକ ହୁଅ ନାହିଁ। କାରଣ ତୁମର ଏହି ଚିନ୍ତା କେବଳ ମାନବିକ, ଐଶ୍ୱରିକ ନୁଡେଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।” Viz kapitola |