ମାଥିଉ 16:25 - ପବିତ୍ର ବାଇବଲ25 ଯେଉଁ ଲୋକ ତା’ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହୁଁଥିବ, ସେ ଏହାକୁ ହରେଇ ବସିବ। ମୋ’ ପାଇଁ ଜୀବନ ଦେଉଥିବା ପ୍ରତ୍ୟେକ ଲୋକ ଏହାକୁ ରକ୍ଷା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋʼ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପ୍ରାପ୍ତ ହେବ। Viz kapitolaଓଡିଆ ବାଇବେଲ25 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)25 କାରଣ ଯେ କେହି ନିଜର ଜୀବନ ରକ୍ଷା କରିବାକୁ ଚାହେଁ, ସେ ତାହା ହରାଇବ, କିନ୍ତୁ ମୋ’ ଲାଗି ଯେ ନିଜ ଜୀବନକୁ ଉତ୍ସର୍ଗ କରିଦିଏ, ସେ ପ୍ରକୃତରେ ତାହା ସୁରକ୍ଷା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ। Viz kapitola |