ମାଥିଉ 16:26 - ପବିତ୍ର ବାଇବଲ26 ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ଵା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ? Viz kapitolaଓଡିଆ ବାଇବେଲ26 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ ? Viz kapitolaପବିତ୍ର ବାଇବଲ (CL) NT (BSI)26 ଯଦି କେହି ସମଗ୍ର ଜଗତକୁ ଜୟ କରେ, କିନ୍ତୁ ନିଜ ଜୀବନକୁ ହରାଇଦିଏ, ତାହାର କି ଲାଭ ହେବ? ଜୀବନକୁ ଫେରି ପାଇବା ପାଇଁ ସେ ଆଉ କିଛି ଦେଇ ପାିରବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ? Viz kapitola |