ମାଥିଉ 16:28 - ପବିତ୍ର ବାଇବଲ28 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ। Viz kapitolaଓଡିଆ ବାଇବେଲ28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)28 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ମନୁଷ୍ୟ ପୁତ୍ର ରାଜା ହୋଇ ଆସିବା ପର୍ଯ୍ୟନ୍ତୁ ଏଠାରେ ଉପସ୍ଥିତ ଥିବା କେତେଜଣ ମୃତ୍ୟ ଭୋଗ କରିବେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।” Viz kapitola |