ମାଥିଉ 16:5 - ପବିତ୍ର ବାଇବଲ5 ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୋଟୀ ନେବାକୁ ପାସୋରି ଯାଇଅଛନ୍ତି। Viz kapitolaଓଡିଆ ବାଇବେଲ5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)5 ଶିଷ୍ୟମାନେ ହ୍ରଦ ଆରପାରିକୁ ଯିବା ସମୟରେ ରୋଟୀ ନେବକୁ ଭୁଲି ଯାଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି। Viz kapitola |