ମାଥିଉ 16:8 - ପବିତ୍ର ବାଇବଲ8 ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପବିଶ୍ଵାସୀ-ମାନେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? Viz kapitolaଓଡିଆ ବାଇବେଲ8 କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)8 ସେମାନେ କ’ଣ କହୁଥଲେ ଜାଣିପରେି ଯୀଶୁ ସେମାନଙ୍କୁ କହିଲେ, “ତୁମ ପାଖରେ ରୋଟୀ ନାହି ବୋଲି କାହିଁକି ବ୍ୟସ୍ତ ହେଉଛ? ତୁମ୍ଭମାନର ବିଶ୍ୱାସ କେଡ଼େ ଦୂର୍ବଳ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? Viz kapitola |