ମାଥିଉ 17:10 - ପବିତ୍ର ବାଇବଲ10 ଯୀଶୁଙ୍କୁ ଶିଷ୍ୟମାନେ ପଗ୍ଭରିଲେ, “ତେବେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ? Viz kapitolaଓଡିଆ ବାଇବେଲ10 ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ ? Viz kapitolaପବିତ୍ର ବାଇବଲ (CL) NT (BSI)10 ଶିଷ୍ୟମାନେ ଯୀଶୁଙ୍କ କଚାରିଲେ, ‘ଏଲିୟ ପ୍ରଥମେ ଆସିବେ ବୋଲି ଆମ ଧର୍ମଗୁରୁମାନେ କହିଁକି କହିଛନ୍ତି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ? Viz kapitola |