ମାଥିଉ 17:15 - ପବିତ୍ର ବାଇବଲ15 ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୃଗୀରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି। Viz kapitolaଓଡିଆ ବାଇବେଲ15 ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)15 “ପ୍ରଭୁ, ମୋ’ ପୁଅକୁ ଦୟା କରନ୍ତୁ। ମୂର୍ଚ୍ଛାରୋଗ ପ୍ରକୋପରେ ସେ ଅନେକ ଥର ନିଆଁ ବା ପାଣିରେ ପଡ଼ିଯାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି। Viz kapitola |