Online Bible

- Reklamy -




ମାଥିଉ 17:19 - ପବିତ୍ର ବାଇବଲ

19 ତା'ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ନିରୋଳାରେ ଭେଟି ପଗ୍ଭରିଲେ, “ଆମ୍ଭେମାନେ ଭୂତକୁ ତଡ଼ିଦେବାକୁ କାହିଁକି ସକ୍ଷମ ହୋଇ ପାରିଲୁ ନାହିଁ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏଥିଉତ୍ତାରେ, ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?

Viz kapitola kopírovat

ଓଡିଆ ବାଇବେଲ

19 ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ତା’ପରେ ଶିଷ୍ୟମାନେ ଯୀଶୁଙ୍କୁ ଏକାନ୍ତରେ ଆସି ପଚାରିଲେ, “ଆମେ କାହିଁକି ସେହି ଭୂତକୁ ଛଡ଼ାଇ ପାରିଲୁନି?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ।

Viz kapitola kopírovat




ମାଥିଉ 17:19

Následuj nás:

Reklamy


Reklamy