Online Bible

- Reklamy -




ମାଥିଉ 17:22 - ପବିତ୍ର ବାଇବଲ

22 ତା'ପରେ ଗାଲିଲୀରେ ଶିଷ୍ୟମାନେ ଏକାଠି ହେବାପରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନେ ହିଁ ଧରିନେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,

Viz kapitola kopírovat

ଓଡିଆ ବାଇବେଲ

22 ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଶିଷ୍ୟମାନେ ସମସ୍ତେ ଗାଲିଲୀରେ ଏକତ୍ରିତ ଷଡବା ପରେ ଯୀଶୁ ସେମାନଙ୍କୁ କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,

Viz kapitola kopírovat




ମାଥିଉ 17:22

Následuj nás:

Reklamy


Reklamy