ମାଥିଉ 17:26 - ପବିତ୍ର ବାଇବଲ26 ପିତର ଉତ୍ତର ଦେଲେ, “ରାଜାମାନେ ଅନ୍ୟମାନଙ୍କର ସନ୍ତାନସନ୍ତତିଙ୍କଠାରୁ କରଆଦାୟ କରନ୍ତି।” ଯୀଶୁ ତାହାଙ୍କୁ କହିଲେ, “ତା'ର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦେବାକୁ ପଡ଼େ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ, ଯୀଶୁ ତାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ। Viz kapitolaଓଡିଆ ବାଇବେଲ26 ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ । Viz kapitolaପବିତ୍ର ବାଇବଲ (CL) NT (BSI)26 ପିତର କହିଲେ, “ବିଦେଶୀମାନେ”। ଯୀଶୁ କହିଲେ, “ତା’ମନେ ରାଜ୍ୟର ପ୍ରଜାମାନେ କର ଭାରରୁ ମୁକ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ। Viz kapitola |