ମାଥିଉ 17:3 - ପବିତ୍ର ବାଇବଲ3 ହଠାତ୍ ସେ ସ୍ଥାନରେ ଦୁଇଜଣ ବ୍ୟକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସେମାନେ ଏଲିୟ ଓ ମୋଶା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା। Viz kapitolaଓଡିଆ ବାଇବେଲ3 ପୁଣି, ଦେଖ, ମୋଶା ଓ ଏଲିୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ମୋଶା ଓ ଏଲିୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା ହେଉଥିବା ଶିଷ୍ୟମାନେ ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା। Viz kapitola |