ମାଥିଉ 17:7 - ପବିତ୍ର ବାଇବଲ7 ଯୀଶୁ ଶିଷ୍ୟମାନଙ୍କ ପାଖକୁ ଆସି ସେମାନଙ୍କୁ ଛୁଇଁଦେଲେ। ଯୀଶୁ କହିଲେ, “ଠିଆ ହୁଅ। ଭୟ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ। Viz kapitolaଓଡିଆ ବାଇବେଲ7 ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)7 ଯୀଶୁ ସେମାନଙ୍କ ନିକଟକୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କରନାହଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କର ନାହିଁ।” Viz kapitola |