ମାଥିଉ 18:13 - ପବିତ୍ର ବାଇବଲ13 ମୁଁ ତୁମ୍ଭକୁ ସତ୍ୟ କହୁଛି। ଯଦି ସେ ମେଣ୍ଢାଟି ଖୋଜି ପାଇଯାଏ ତେବେ ନ ହଜିଥିବା ଅନେଶ୍ୱତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ଯଦି ସେ ତାହାକୁ ପାଏ, ତାହା ହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶ୍ଵତଟି ବଣା ହୋଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ। Viz kapitolaଓଡିଆ ବାଇବେଲ13 ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ । Viz kapitolaପବିତ୍ର ବାଇବଲ (CL) NT (BSI)13 ଯେତେବେଳେ ସେ ତାକୁ ପାଏ, ହଜି ନ ଥିବା ଅନେଶତଟି ମେଣ୍ଢା ପାଇଁ ତା’ର ଯେତିକି ଆନନ୍ଦ, ଏହି ଗୋଟିକ ମେଣ୍ଢା ପାଇଁ ତା’ଠାରୁ ଅଧିକ ଆନନ୍ଦିତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ। Viz kapitola |