ମାଥିଉ 18:14 - ପବିତ୍ର ବାଇବଲ14 ଠିକ୍ ସେହିଭଳି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଏହିଭଳି ଛୋଟ ପିଲାମାନଙ୍କ ମଧ୍ୟରୁ କେହି ଜଣେ ହେଲେ ହଜିଯାଉ ବୋଲି ଗ୍ଭହାନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ। Viz kapitolaଓଡିଆ ବାଇବେଲ14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)14 ଠିକ୍ ସେହିପରି, ଏହି ନଗଣ୍ୟ ଲୋକମାନଙ୍କ ମଧ୍ୟରୁ ଜଣେ ହେଲେ ପଥଭ୍ରଷ୍ଟ ହେଉ, ଏହା ତୁମ ସ୍ୱର୍ଗସ୍ଥ ପିତା ଈଶ୍ୱର ଚାହାଁନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ। Viz kapitola |