ମାଥିଉ 18:22 - ପବିତ୍ର ବାଇବଲ22 ଯୀଶୁ କହିଲେ, “ମୁଁ କହୁଛି, ତୁମ୍ଭେ ତାକୁ ନିଶ୍ଚିତ ରୂପରେ ସାତଥରଠାରୁ ଅଧିକ ଥର କ୍ଷମା କରିବା ଉଚିତ୍। ଏପରିକି ଯଦି ସେ ସାତଗୁଣ ସତୁରି ଥର ପର୍ଯ୍ୟନ୍ତ ମଧ୍ୟ ତୁମ୍ଭ ପ୍ରତି ଅପରାଧ କରେ, ତେବେ ମଧ୍ୟ ତୁମ୍ଭେ କ୍ଷମାଦେବା ଜାରି ରଖ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାକୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁନାହିଁ, ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। Viz kapitolaଓଡିଆ ବାଇବେଲ22 କି ସାତ ଥର ପର୍ଯ୍ୟନ୍ତ ? ଯୀଶୁ ତାହାଙ୍କୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)22 ଯୀଶୁ କହିଲେ, “ନା-ସାତଥର ନୁହେଁ। ସାତଥର ସତୁରି ଗୁଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, Viz kapitola |