ମାଥିଉ 18:23 - ପବିତ୍ର ବାଇବଲ23 “ନିଜ ଗ୍ଭକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ୱର୍ଗରାଜ୍ୟର ତୁଳନା କରା ଯାଇପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅତଏବ, ସ୍ଵର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। Viz kapitolaଓଡିଆ ବାଇବେଲ23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ । ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)23 ସ୍ୱର୍ଗରାଜ୍ୟର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଦିନେ ଜଣେ ରାଜା କର୍ମଚାରୀମାନଙ୍କର ହିସାବପତ୍ର ଯାଞ୍ଚ କରିବା ପାଇଁ ସ୍ଥିର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। Viz kapitola |