ମାଥିଉ 18:25 - ପବିତ୍ର ବାଇବଲ25 ରାଜାଙ୍କୁ ଋଣ ପରିଶୋଧ କରିବା ପାଇଁ ଗ୍ଭକର ପାଖରେ କିଛି ହେଲେ ନ ଥିଲା। ରାଜା ଆଦେଶ ଦେଲେ ଯେ, ଗ୍ଭକରର ସବୁ ଜିନିଷ ଏପରିକି ତା'ର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦେଇ ଋଣ ପରିଶୋଧ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ଵ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ25 କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)25 ଋଣ ଶୁଝିବା ପାଇଁ ଏହି ଲୋକର ଯଥେଷ୍ଟ ସମ୍ବଳ ନ ଥିଲା। ତେଣୁ ତା’ର ଋଣ ପରିଶୋଧ କରିବା ପାଇଁ ତା’ର ସମସ୍ତ ସମ୍ପତ୍ତି ବାଜ୍ୟାପ୍ତ କରି ତାକୁ, ତା’ର ସ୍ତ୍ରୀ ଓ ପିଲାମାନଙ୍କୁ କ୍ରୀତଦାସରୂପେ ବିକ୍ରି କରି ଦେବାକୁ ରାଜା ଆଦେଶ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ। Viz kapitola |