Online Bible

- Reklamy -




ମାଥିଉ 18:27 - ପବିତ୍ର ବାଇବଲ

27 ମାଲିକ ଏହା ଶୁଣି ଗ୍ଭକରଟି ପାଇଁ ଦୁଃଖ ପ୍ରକାଶ କଲେ, ତେଣୁ ସେ ଗ୍ଭକରର ଋଣ ଛାଡ଼ କରିଦେଇ ତାକୁ ଛାଡ଼ି ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେଥିରେ ସେହି ଦାସର ପ୍ରଭୁ ସଦୟ ହୋଇ ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ।

Viz kapitola kopírovat

ଓଡିଆ ବାଇବେଲ

27 ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ରାଜାଙ୍କ ମନରେ ଦୟା ହେଲା, ତେଣୁ ଋଣରୁ ନିଷ୍କୃତି ଦେଇ ସେ ତାକୁ ଛାଡ଼ି ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ।

Viz kapitola kopírovat




ମାଥିଉ 18:27

Následuj nás:

Reklamy


Reklamy