Online Bible

- Reklamy -




ମାଥିଉ 18:3 - ପବିତ୍ର ବାଇବଲ

3 ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲାଙ୍କ ପରି ନ ହେଲେ କୌଣସି ପ୍ରକାରେ ସ୍ଵର୍ଗ-ରାଜ୍ୟରେ ପ୍ରବେଶ କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 “ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ତୁମର ମନ ପରିବର୍ତ୍ତିତ ହୋଇ ଶିଶୁ ସୁଲଭ ନ ହେଲେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରିପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

Viz kapitola kopírovat




ମାଥିଉ 18:3

Následuj nás:

Reklamy


Reklamy