ମାଥିଉ 18:30 - ପବିତ୍ର ବାଇବଲ30 “କିନ୍ତୁ ପ୍ରଥମ ଗ୍ଭକର ଧୈର୍ଯ୍ୟ ଧରିବାକୁ ମନାକଲା। କେବଳ ଏତିକି ନୁହେଁ, ସେ ବିଗ୍ଭରପତିଙ୍କ ନିକଟକୁ ଯାଇ ଦ୍ୱିତୀୟ ଗ୍ଭକର ବିରୁଦ୍ଧରେ ଅଭିଯୋଗ ମଧ୍ୟ କଲା। ଦ୍ୱିତୀୟ ଗ୍ଭକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାକୁ କାରାଗାରରେ ରହିବାକୁ ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। Viz kapitolaଓଡିଆ ବାଇବେଲ30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା । Viz kapitolaପବିତ୍ର ବାଇବଲ (CL) NT (BSI)30 “କିନ୍ତୁ ପ୍ରଥମ ଲୋକ ତା’ ଗୁହାରି ଶୁଣିଲା ନାହିଁ, ବରଂ ଋଣ ପରିଶୋଧ କରିବା ପର୍ଯ୍ୟନ୍ତ ତାକୁ ଜେଲଖାନାରେ ରଖାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। Viz kapitola |