ମାଥିଉ 18:34 - ପବିତ୍ର ବାଇବଲ34 ତା'ର ମାଲିକ ଖୁବ୍ ରାଗିଗଲେ, ଦଣ୍ଡ ଦେବା ପାଇଁ ସେ ଗ୍ଭକରକୁ କାରାଗାରରେ ରଖିଲେ। ସମସ୍ତ ଋଣ ପରିଶୋଧ କରା ନ ଯିବା ପର୍ଯ୍ୟନ୍ତ ଗ୍ଭକରଟିକୁ କାରାଗାରରେ ରହିବାକୁ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ, ତାହାର ପ୍ରଭୁ କ୍ରୁଦ୍ଧ ହୋଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ34 ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 “ରାଜା ଖୁବ୍ ରାଗିଗଲେ ଓ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ଦଣ୍ଡ ଭୋଗିବା ପାଇଁ ତାକୁ ବନ୍ଦୀଶାଳାକୁ ପଠାଇ ଦେଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ। Viz kapitola |