ମାଥିଉ 18:4 - ପବିତ୍ର ବାଇବଲ4 ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅତଏବ, ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ଵର୍ଗରାଜ୍ୟରେ ଶ୍ରେଷ୍ଠ। Viz kapitolaଓଡିଆ ବାଇବେଲ4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ । Viz kapitolaପବିତ୍ର ବାଇବଲ (CL) NT (BSI)4 ଯେ ନିଜକୁ ନମ୍ର କରି ଏହି ଶିଶୁ ପରି ହେବ, ସେ ସ୍ୱର୍ଗରାଜ୍ୟରେ ସବୁଠାରୁ ବଡ଼, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। Viz kapitola |