ମାଥିଉ 18:7 - ପବିତ୍ର ବାଇବଲ7 ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ଵାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର। Viz kapitolaଓଡିଆ ବାଇବେଲ7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର । Viz kapitolaପବିତ୍ର ବାଇବଲ (CL) NT (BSI)7 ଲେକମାନଙ୍କର ବିଶ୍ୱାସରେ ବିଘ୍ନ ଘଟାଇବା ପାଇଁ ଅନେକ ବିଷୟ ରହିଛି। ସେଥପାଇଁ ଏହି ଜଗତର ଅବସ୍ଥା ଏଡ଼େ ଭୟାନକ। ସବୁଥିପାଇଁ ଏହି ଜଗତରେ ଅବସ୍ଥା ଏଡ଼େ ଭୟାନକ। ସବୁବେଳେ ଏପରି ବିଘ୍ନ ଆସିବ, କିନ୍ତୁ ଯେ ବିଘ୍ନ ଘଟଶଏ, ତା’ର ପରିଣତି କେଡ଼େ ଶେଜନୀୟ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର। Viz kapitola |