ମାଥିଉ 18:8 - ପବିତ୍ର ବାଇବଲ8 “ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, ଦୁଇ ହସ୍ତ ଓ ଦୁଇ ପାଦ ଘେନି ଅନ; ଅଗ୍ନିରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitolaଓଡିଆ ବାଇବେଲ8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । Viz kapitolaପବିତ୍ର ବାଇବଲ (CL) NT (BSI)8 “ଯଦି ତୁମର ହାତ ବା ପାଦ ଯୋଗୁଁ ତୁମେ ବିଶ୍ୱାସ ହରାଅ, ତେବେ ତାକୁ କାଟି ଫୋପାଡ଼ି ଦିଅ। ଦୁଇଟି ହାତ ଓ ଦୁଇଟି ପାଦ ଥାଇ ଚିର ଜ୍ୱଳନ୍ତ ଅଗ୍ନିରେ ନିକ୍ଷିୟ ହେବାଠାରୁ ଗେଟିଏ ହାତ ବା ଗୋଟିଏ ପାଦବିହୀନ ହୋଇ ଅନନ୍ତ ଜୀବନରେ ପ୍ରବେଶ କରିବା ଶ୍ରେୟସ୍ଳର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitola |