ମାଥିଉ 19:16 - ପବିତ୍ର ବାଇବଲ16 ଜଣେ ଲୋକ ଆସି ଯୀଶୁଙ୍କୁ ପଗ୍ଭରିଲା, “ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ୍?” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନ; ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? Viz kapitolaଓଡିଆ ବାଇବେଲ16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ? Viz kapitolaପବିତ୍ର ବାଇବଲ (CL) NT (BSI)16 ଦିନେ ଜଣେ ଯୁବକ ଯୀଶୁଙ୍କ ନିକଟକୁ ଆସି ପଚାରିଲା, “ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ କି ସତ୍କର୍ମ କରିବାକୁ ହେବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? Viz kapitola |