Online Bible

- Reklamy -




ମାଥିଉ 19:17 - ପବିତ୍ର ବାଇବଲ

17 ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯୀଶୁ ତାଙ୍କୁ କହିଲେ, ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।

Viz kapitola kopírovat

ଓଡିଆ ବାଇବେଲ

17 ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ ଉତ୍ତର ଦେଲେ, “ସତ୍କର୍ମ ବିଷୟରେ ମୋତେ କାହିଁକି ପଚାରୁଛ? ଈଶ୍ୱର ହିଁ ସତ୍। ତାଙ୍କର ଆଜ୍ଞା ସବୁ ପାଳନ କଲେ, ଅନନ୍ତ ଜୀବନ ଲାଭ କରିପାରିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”

Viz kapitola kopírovat




ମାଥିଉ 19:17

Následuj nás:

Reklamy


Reklamy