ମାଥିଉ 19:2 - ପବିତ୍ର ବାଇବଲ2 ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ। Viz kapitolaଓଡିଆ ବାଇବେଲ2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ବହୁସଂଖ୍ୟାରେ ଲୋକମାନେ ତାକୁ ଅନୁସରଣ କଲେ ଏବଂ ସେ ଅନେକ ରୋଗୀଙ୍କୁ ସୁସ୍ଥ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ। Viz kapitola |