ମାଥିଉ 19:24 - ପବିତ୍ର ବାଇବଲ24 ହଁ, ମୁଁ ତୁମ୍ଭକୁ କହୁଛି ଯେ, ଜଣେ ଧନୀ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତରେ ଗଳିଯିବା ବରଂ ସହଜ।’’ Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ। Viz kapitolaଓଡିଆ ବାଇବେଲ24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ । Viz kapitolaପବିତ୍ର ବାଇବଲ (CL) NT (BSI)24 ପୁନର୍ବାର କହି ରଖୁଛି, ସୂଚୀ ରନ୍ଧ୍ରଦେଇ ଓଟ ପ୍ରବେଶ କରିବା ଅପେକ୍ଷା ଧନୀ ଲୋକ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅଧିକ କଠିନ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।” Viz kapitola |