Online Bible

- Reklamy -




ମାଥିଉ 19:29 - ପବିତ୍ର ବାଇବଲ

29 ମୋ’ ପାଇଁ ଯେଉଁ ଲୋକ ଘରଦ୍ୱାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦେଇଛି, ସେ ଶହେ ଗୁଣ ଅଧିକା ପାଇବ ଏବଂ ଅନନ୍ତ ଜୀବନ ପାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭ୍ରାତା କି ଭଗ୍ନୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି ଅନ; ଜୀବନର ଅଧିକାରୀ ହେବ।

Viz kapitola kopírovat

ଓଡିଆ ବାଇବେଲ

29 ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯେଉଁମାନେ ମୋ’ ଲାଗି ନିଜର ଘର, ଭାଇ ଭଉଣୀ, ବାପା, ମାଆ, ସନ୍ତାନସନ୍ତତି ବା ଜମିବାଡ଼ି ଛାଡ଼ିଛନ୍ତି, ସେମାନେ ତାହାର ଶହେଗୁଣ ପାଇବେ; ପୁଣି ଅନନ୍ତ ଜୀବନ ମଧ୍ୟ ଲାଭ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 “ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।

Viz kapitola kopírovat




ମାଥିଉ 19:29

Následuj nás:

Reklamy


Reklamy