ମାଥିଉ 19:3 - ପବିତ୍ର ବାଇବଲ3 କେତେକ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଜଣେ ପୁରୁଷ କୌଣସି କାରଣରୁ ତା'ର ସ୍ତ୍ରୀକୁ ଛାଡ଼ି ଦେବା ନ୍ୟାୟସଙ୍ଗତ କି?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀକି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ? Viz kapitolaଓଡିଆ ବାଇବେଲ3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କ'ଣ ନ୍ୟାୟସଙ୍ଗତ ? Viz kapitolaପବିତ୍ର ବାଇବଲ (CL) NT (BSI)3 କେତେଜଣ ଫାରୁଶୀ ତାଙ୍କ ନିକଟକୁ ଆସି ତାଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ। ସେମାନେ ତାଙ୍କୁ ପଚାରିଲେ, “ଆମ ଧର୍ମର ବ୍ୟବସ୍ଥା ଅନୁଯାୟୀ ଜଣେ ଯେ କୌଣସି କାରଣରୁ ତା’ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ କି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ? Viz kapitola |