ମାଥିଉ 19:6 - ପବିତ୍ର ବାଇବଲ6 ତେଣୁ ସ୍ୱାମୀ ସ୍ତ୍ରୀ ଦୁଇଜଣ ହୋଇ ରହନ୍ତି ନାହିଁ ମାତ୍ର ସେମାନେ ଏକ ହୋଇ ଯାଆନ୍ତି। ପରମେଶ୍ୱର ସେମାନଙ୍କୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସେମାନଙ୍କୁ ଅଲଗା ନ କରୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ। Viz kapitolaଓଡିଆ ବାଇବେଲ6 ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେମାନେ ଆଉ ପୃଥକ୍ ନୁହଁନ୍ତି, ସେମାନେ ଅଭିନ୍ନ। ଯେଉଁମାନଙ୍କୁ ଈଶ୍ୱର ସଂଯୁକ୍ତ କରିଛନ୍ତି, ମନୁଷ୍ୟ ସେମାନଙ୍କୁ ବିଚ୍ଛିନ୍ନ କରିବା ଅନୁଚିତ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।” Viz kapitola |