ମାଥିଉ 2:11 - ପବିତ୍ର ବାଇବଲ11 ସେମାନେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସେମାନେ ଶିଶୁ ପାଇଁ ଆଣିଥିବା ଉପହାର ପେଡ଼ିଟି ଖୋଲିଲେ। ସେମାନେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ଗୃହ ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖିଲେ ଓ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି ଆପଣା ଆପଣା ପେଡ଼ି ଫିଟାଇ ସୁନା, କୁନ୍ଦୁରୁ ଓ ଗନ୍ଧରସ ତାହାଙ୍କୁ ଦର୍ଶନୀ ଦେଲେ। Viz kapitolaଓଡିଆ ବାଇବେଲ11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ସେମାନେ ସେହି ଗୃହ ଭିତରେ ପ୍ରବେଶ କଲେ ଏବଂ ଶିଶୁକୁ ମାତା ମରିୟଙ୍କ କୋଳରେ ଦେଖି ଜାନୁପାତପୂର୍ବକ ତାଙ୍କୁ ଆରାଧନା କଲେ ଓ ସଙ୍ଗରେ ଆଣିଥିବା ସୁବର୍ଣ୍ଣ, କୁନ୍ଦୁରୁ ଓ ସୁଗନ୍ଧ ରସ ବାହାର କରି ତାଙ୍କୁ ଉପହାର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ। Viz kapitola |