ମାଥିଉ 2:12 - ପବିତ୍ର ବାଇବଲ12 କିନ୍ତୁ ପରମେଶ୍ୱର ସେମାନଙ୍କୁ ହେରୋଦଙ୍କ ପାଖକୁ ଫେରି ନ ଯିବାକୁ ସ୍ୱପ୍ନରେ ସାବଧାନ କରାଇ ଦେଲେ। ତେଣୁ ସେମାନେ ଅନ୍ୟ ଏକ ପଥ ଦେଇ ନିଜ ଦେଶକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେମାନେ ଅନ୍ୟ ପଥ ଦେଇ ସ୍ଵଦେଶକୁ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ଏହା ପରେ ସେମାନେ ଅନ୍ୟ ଏକ ପଥ ଦେଇ ସ୍ୱଦେଶକୁ ଫେରିଗଲେ। କାରଣ ହେରୋଦଙ୍କ ନିକଟକୁ ଫେରି ନ ଯିବା ପାଇଁ ଈଶ୍ୱର ସେମାନଙ୍କୁ ସ୍ୱପ୍ନରେ ଆଦେଶ ଦେଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ। Viz kapitola |