ମାଥିଉ 2:21 - ପବିତ୍ର ବାଇବଲ21 ତେଣୁ ଯୋଷେଫ ପ୍ରସ୍ତୁତ ହେଲେ, ସେ ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଆସିଲେ। Viz kapitolaଓଡିଆ ବାଇବେଲ21 ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ତେଣୁ ଯୋସେଫ ଶିଶୁ ଯୀଶୁଙ୍କୁ ଓ ମରିୟମଙ୍କୁ ନେଇ ଇଶ୍ରାୟେଲ ଦେଶକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ। Viz kapitola |