ମାଥିଉ 2:22 - ପବିତ୍ର ବାଇବଲ22 କିନ୍ତୁ ଯୋଷେଫ ଶୁଣିଲେ ଯେ, ହେରୋଦଙ୍କ ମୃତ୍ୟୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ଯିହୂଦାରେ ରାଜା ହୋଇଛନ୍ତି। ତେଣୁ ସେ ସେଠାକୁ ଯିବାକୁ ଭୟ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ସ୍ୱପ୍ନରେ ଆଦେଶ ପାଇ ଯୋଷେଫ ଗାଲିଲୀ ପ୍ରଦେଶକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୁଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ Viz kapitolaଓଡିଆ ବାଇବେଲ22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ Viz kapitolaପବିତ୍ର ବାଇବଲ (CL) NT (BSI)22 କିନ୍ତୁ ହେରୋଦଙ୍କ ପରେ ତାଙ୍କ ପୁତ୍ର ଆରଖିଲାୟ, ଇହୁଦାର ରାଜା ହୋଇଛନ୍ତି ଶୁଣି ସେ ସେଠାକୁ ଯିବାକୁ ଭୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ Viz kapitola |