ମାଥିଉ 2:5 - ପବିତ୍ର ବାଇବଲ5 ସେମାନେ କହିଲେ, “ଯିହୂଦା ପ୍ରଦେଶର ବେଥ୍ଲେହିମ ନଗରରେ। ଭବିଷ୍ୟଦ୍ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି: Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ତାଙ୍କୁ କହିଲେ, ଯିହୁଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ଵାରା ଏପରି ଲେଖାଅଛି, Viz kapitolaଓଡିଆ ବାଇବେଲ5 ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି, Viz kapitolaପବିତ୍ର ବାଇବଲ (CL) NT (BSI)5 ସେମାନେ ଉତ୍ତର ଦେଲେ, “ଇହୁଦା ପ୍ରଦେଶର ବେଥ୍ଲେହିମରେ। ଏ ବିଷୟରେ ଜଣେ ଭାବବାଦୀ ଲେଖିଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି, Viz kapitola |