Online Bible

- Reklamy -




ମାଥିଉ 2:7 - ପବିତ୍ର ବାଇବଲ

7 ତା'ପରେ ହେରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସେମାନେ କେତେବେଳେ ପ୍ରଥମେ ସେହି ତାରା ଦେଖିଥିଲେ, ତାହାର ସଠିକ୍ ସମୟ ହେରୋଦ ପଣ୍ଡିତମାନଙ୍କଠାରୁ ବୁଝିନେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତାହାପରେ ହେରୋଦ ପଣ୍ତିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ସୂକ୍ଷ୍ମ ରୂପେ ବୁଝିନେଲେ।

Viz kapitola kopírovat

ଓଡିଆ ବାଇବେଲ

7 ତା'ପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ଏହା ଶୁଣି ହେରୋଦ ପୂର୍ବଦେଶର ଆଗନ୍ତୁକମାନଙ୍କୁ ଗୋଟିଏ ଗୁପ୍ତ ମନ୍ତ୍ରଣା ସଭାକୁ ଡ଼କାଇ ଠିକ୍ କେଉଁ ସମୟରେ ଉକ୍ତ ତାରା ଉଦିତ ହୋଇଥିଲା, ସେମାନଙ୍କଠାରୁ ବୁଝି ନେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।

Viz kapitola kopírovat




ମାଥିଉ 2:7

Následuj nás:

Reklamy


Reklamy