ମାଥିଉ 20:10 - ପବିତ୍ର ବାଇବଲ10 ଯେତେବେଳେ ଆଗ ଆସିଥିବା ଶ୍ରମିକମାନେ ଆସିଲେ, ସେମାନେ ଭାବିଥିଲେ ଯେ ସେମାନଙ୍କୁ କିଛି ଅଧିକ ମିଳିବ। କିନ୍ତୁ ସେମାନେ ମଧ୍ୟ ପ୍ରତ୍ୟେକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଆଠ ଅଣା ଲେଖାଏଁ ପାଇଲେ। Viz kapitolaଓଡିଆ ବାଇବେଲ10 ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)10 ସୁତରାଂ ଯେଉଁମାନେ ପ୍ରଥମେ କାମ ଆରମ୍ଭ କରିଥିଲେ, ସେମାନେ ଭାବିଲେ, ସେମାନଙ୍କୁ ଅଧିକ ମଜୁରୀ ମିଳିବ। କିନ୍ତୁ ସେମାନେ ମଧ୍ୟ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ। Viz kapitola |