ମାଥିଉ 20:13 - ପବିତ୍ର ବାଇବଲ13 “ଜମିଦାର ସେହି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, ‘ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ୟାୟ କରି ନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇ କାମ କରିବ ବୋଲି ମୋ’ ସାଙ୍ଗରେ ରାଜି ହୋଇ ନ ଥିଲ କି? Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋʼ ସାଙ୍ଗରେ ଆଠ ଅଣାଟିଏ ଚୁକ୍ତି କରି ନ ଥିଲୁ? Viz kapitolaଓଡିଆ ବାଇବେଲ13 କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ ? Viz kapitolaପବିତ୍ର ବାଇବଲ (CL) NT (BSI)13 “ମାଲିକ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଇ କହିଲେ, ‘ବନ୍ଧୁ! ମୁଁ ତୁମକୁ ଠକି ନାହିଁ। ଦିନକର ମଜୁରୀ ଗୋଟିଏ ମୁଦ୍ରା ନେଇ କାମ କରିବାକୁ ତୁମେ ସମସ୍ତେ ତ ରାଜି ହୋଇଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ? Viz kapitola |