Online Bible

- Reklamy -




ମାଥିଉ 20:18 - ପବିତ୍ର ବାଇବଲ

18 “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀ-ମାନଙ୍କ ହସ୍ତରେ ସମର୍ପିତ ହେବେ,

Viz kapitola kopírovat

ଓଡିଆ ବାଇବେଲ

18 ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 “ଶୁଣ, ଆମେ ଯିରୂଶାଲମକୁ ଯାଉଛୁ। ସେଠାରେ ମନୁଷ୍ୟପୁତ୍ର ମୁଖ୍ୟ ଯାଜକ ଓ ଧର୍ମଗୁରୁମାନଙ୍କ ହାତରେ ସମର୍ପିତ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,

Viz kapitola kopírovat




ମାଥିଉ 20:18

Následuj nás:

Reklamy


Reklamy