ମାଥିଉ 20:2 - ପବିତ୍ର ବାଇବଲ2 ସେ ଶ୍ରମିକମାନଙ୍କୁ ସେଦିନ କାମ କରିବା ବାବଦରେ ଗୋଟିଏ ଗୋଟିଏ ରୌପ୍ୟ ମୁଦ୍ରା ଦେବା ପାଇଁ ରାଜି ହେଲେ। ତା'ପରେ ସେ ଶ୍ରମିକମାନଙ୍କୁ ବଗିଗ୍ଭକୁ କାମ କରିବାକୁ ପଠାଇଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ସେ ମୂଲିଆମାନଙ୍କ ସହିତ ଦିନକୁ ଆଠ ଅଣା ମୂଲ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ। Viz kapitolaଓଡିଆ ବାଇବେଲ2 ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ଯେଉଁମାନଙ୍କୁ ପାଇଲା, ପ୍ରତ୍ୟେକଙ୍କୁ ଦୈନିକ ଗୋଟିଏ ଲେଖାଁ ରୌପ୍ୟମୁଦ୍ରା ମଜୁରୀ ଦେବାକୁ ଚୁକ୍ତି କରି ସେମାନଙ୍କୁ ତା’ କ୍ଷେତକୁ ପଠାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ। Viz kapitola |